ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଏବଂ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ଫ୍ୟାନ୍ସ ଏକାଠି ଦେଖିବାକୁ ଭଲ ପାଆନ୍ତି। ଶେରସାହା ଫିଲ୍ମରେ ଉଭୟଙ୍କ ଯୋଡିକୁ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ମିଳିଛି। ଅଫ୍ ସ୍କ୍ରିନରେ ମଧ୍ୟ ଫ୍ୟାନ୍ସ ସେମାନଙ୍କ ଯୋଡିକୁ ଖୁବ୍ ପସନ୍ଦ କରନ୍ତି। ଗତ କିଛି ସମୟ ଧରି ଖବର ଆସିଥିଲା ଯେ କିଆରା ଏବଂ ସିଦ୍ଧାର୍ଥ ପରସ୍ପରକୁ ଡେଟ୍ କରୁଛନ୍ତି। ବର୍ତ୍ତମାନ ଖବର ଅନୁଯାୟୀ ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସିଦ୍ଧାର୍ଥ ଏବଂ କିଆରାଙ୍କ ରାସ୍ତା ଅଲଗା ହୋଇଯାଇଛି। ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ଏବଂ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ଫ୍ୟାନ୍ସ ଏକାଠି ଦେଖିବାକୁ ଭଲ ପାଆନ୍ତି। ଶେରସାହା ଫିଲ୍ମରେ ଉଭୟଙ୍କ ଯୋଡିକୁ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ମିଳିଛି। ଅଫ୍ ସ୍କ୍ରିନରେ ମଧ୍ୟ ଫ୍ୟାନ୍ସ ସେମାନଙ୍କ ଯୋଡିକୁ ଖୁବ୍ ପସନ୍ଦ କରନ୍ତି। ଗତ କିଛି ସମୟ ଧରି ଖବର ଆସିଥିଲା ଯେ କିଆରା ଏବଂ ସିଦ୍ଧାର୍ଥ ପରସ୍ପରକୁ ଡେଟ୍ କରୁଛନ୍ତି। ବର୍ତ୍ତମାନ ଖବର ଅନୁଯାୟୀ ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସିଦ୍ଧାର୍ଥ ଏବଂ କିଆରାଙ୍କ ରାସ୍ତା ଅଲଗା ହୋଇଯାଇଛି।
ଅଲଗା ହେଲେ ସିଦ୍ଧାର୍ଥ ମଲହୋତ୍ରା-କିଆରା ଆଡଭାନୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୩ ଦିନ ପରେ ରାଜ୍ୟକୁ ଫେରିବ ଶୀତ
ଭୁବନେଶ୍ୱର : ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା...
ରାସ୍ତା ମଝିରେ ଜଳିଗଲା ହାଇୱା
ଘଟଗାଁ : ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା...
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...










