The Ultimate Managed Hosting Platform
ADVERTISEMENT

ଅଳିଆ ପକାକୁ ନେଇ ତୁମୁଳ କାଣ୍ଡ, ଦୁଇ ଗାଁ ଭିତରେ ଗୋଷ୍ଠୀ ସଂଘର୍ଷ

Facebook
Twitter
LinkedIn

ଖଲ୍ଲିକୋଟ : ଅଳିଆ ପକାକୁ ନେଇ ଘଟିଲା ତୁମୁଳକାଣ୍ଡ । ଦୁଇ ଗାଁ ଭିତରେ ଗୋଷ୍ଠୀ ସଂଘର୍ଷ । ଗାଁରେ ବୁଲିଲା ଠେଙ୍ଗା , ହେଲା ପଥର ମାଡ । ଫଳରେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଖଲ୍ଲିକୋଟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତିର୍ କରାଯାଇଛି । ଗଞେଜାମ ଜିଲ୍ଲା ପଥରୈ କଣ୍ଡରା ସାହି ଓଡିଆ ଆଲପୁର ଗାଁ ଭିତରେ ଗୋଷ୍ଠୀ ସଂଘର୍ଷ ହୋଇଛି । ସୂଚନା ଅନୁସାରେ ଗତ ରାତିରେ ପଥରା କଣ୍ଡରା ସାହିର କିଛି ବ୍ୟକ୍ତି ଟ୍ରାକ୍ଟରରେ ଅଳିଆ ଆବର୍ଜନା ଆଣି ଓଡ଼ିଆ ଆଲପୁର ଗାଁରେ ପକାଇଥିଲେ । ଓଡ଼ିଆ ଆଲପୁର ଗାଁ ଲୋକେ ଏହାକୁ ତୀବ୍ର ବିରୋଧ କରିଥିଲେ । ଏହାକୁ କେନ୍ଦ୍ର କରି ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା । ଖଲ୍ଲିକୋଟ ଥାନା ଭେଜିପୁଟ ଫାଣ୍ଡି ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login