The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

Facebook
Twitter
LinkedIn

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ ହୋଇଥିବା ସୂଚନା ମିଳିଛି । ଏୟାରଇଣ୍ଡିଆର AI- 171 ଦୁର୍ଘଟଣାଗ୍ରସ୍ତ ହୋଇଛି । ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି ଯେ, ଯାଞ୍ଚ ଅଧିକାରୀଙ୍କୁ ସମସ୍ତ ପ୍ରକାର ସହଯୋଗ କରାଯାଉଛି । ଏହି ବଡ଼ ଧରଣର ଦୁର୍ଘଟଣା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ଏକ କଣ୍ଟ୍ରୋଲ୍ ରୁମ୍ ଆରମ୍ଭ ହୋଇଛି । ୦୧୧-୨୪୬୧୦୮୪୩ ଓ ୯୬୫୦୩୯୧୮୫୯ ନମ୍ବରରେ ସମ୍ପର୍କ କରି ନିଜ ସମ୍ପର୍କୀୟଙ୍କ ବିଷୟରେ ସୂଚନା ପାଇପାରିବେ ପରିବାର ଓ ପରିଜନ । ସେପଟେ ଜରୁରୀକାଳୀନ ସେବା ଏବଂ ସୂଚନା ପାଇଁ ଅହମ୍ମଦାବାଦ ସିଟି ପୋଲିସ ମଧ୍ୟ ହେଲ୍ପଲାଇନ୍ ନମ୍ବର ୦୭୯୨୫୬୨୦୩୫୯ ଜାରି କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ବିମାନ ଟେକ ଅଫ କରିବାର ୫ ମିନିଟ ପରେ କ୍ରାସ, ବିମାନରେ ଥିଲେ ୧୬୯ ଜଣ ଭାରତୀୟ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ବିମାନ ଟେକ ଅଫ କରିବାର ୫ ମିନିଟ ପରେ କ୍ରାସ, ବିମାନରେ ଥିଲେ ୧୬୯ ଜଣ ଭାରତୀୟ

ଅହମ୍ମଦାବାଦ : ; ବିମାନ ଟେକ ଅଫ କରିବାର ମାତ୍ର ୫ ମିନିଟ ପରେ କ୍ରାସ । ଆକସ୍ମିକ ଭାବେ ବିମାନରେ ଲାଗିଲା ନିଆଁ । ଏହାର...

Login