The Ultimate Managed Hosting Platform
ADVERTISEMENT

ଆଇଏଏସ ସ୍ତରରେ ଅଦଳବଦଳ

Facebook
Twitter
LinkedIn

ଭୁବନେଶ୍ୱର : ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ସରକାର । ଡିଟିଇଟି ନିଦେ୍ର୍ଦଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ । ଓଡିଶା ସିନେ ଉନ୍ନୟନ ନିଗମର ଏମଡି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି । ୨୦୧୧ ବ୍ୟାଚର ଆଇଏଏସ ଅଧିକାରୀ କେ ସୁଦର୍ଶନ ଚକ୍ରବର୍ତ୍ତୀ । ସେହିପରି ଶୁଭମ୍ ସାକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀ ଦ୍ୱାରକା ଅଞ୍ଚଳରେ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ଆପାର୍ଟମେଣ୍ଟର ୮ ମହଲା ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ୮ଟି ଅଗ୍ନିଶମ ଟିମ୍ ଦ୍ୱାରା...

ADVERTISEMENT
ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ନୂଆଦିଲ୍ଲୀ : ଆସନ୍ତାକାଲି ଇଣ୍ଟର ନ୍ୟାସନାଲ ସ୍ପେସ ଷ୍ଟେସନକୁ ଯିବେ ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା । ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କୁ ପୃଥିବୀକୁ ଆଣିଥିବା...

Login