The Ultimate Managed Hosting Platform
ADVERTISEMENT

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ; ମୁଖ୍ୟ ଅଭିଯୁକ୍ତକୁ ବିହାରରୁ ଉଠାଇଲା ପୋଲିସ , ଖୁବଶୀଘ୍ର ସମସ୍ତେ ଗିରଫ ହେବେ କହିଲେ ଡିଜିପି

Facebook
Twitter
LinkedIn

ବ୍ରହ୍ମପୁର : ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ । ଖୁବଶୀଘ୍ର ସମସ୍ତେ ଗିରଫ ହେବେ କହିଲେ ଡିଜିପି ୱାଇବି ଖୁରାନିଆ । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଲା ବ୍ରହ୍ମପୁର ପୋଲିସ । ଜଣେ ସାର୍ପ ସୁଟର , ଅନ୍ୟ ଜଣେ ରେକି ଟିମରେ ସାମିଲ । ପୀତବାସଙ୍କ ଘନିଷ୍ଠ ସହଯୋଗୀ ଓ ଜଣେ ବ୍ୟବସାୟୀଙ୍କୁ ମଧ୍ୟ ଜେରା । ବିହାର , ଦିଲ୍ଲୀ ଓ କୋଲକତାରେ ଓଡିଶା ପୋଲିସର ସ୍ୱତନ୍ତ୍ର ଟିମ । ସୂଚନା ଅନୁସାରେ ଅକ୍ଟୋବର ୬ତାରିଖ କୁମାର ପୂର୍ଣ୍ଣିମାରେ ପୀତବାସ ପଣ୍ଡାଙ୍କୁ ଘର ନିକଟରେ ଗୁଳିମାରି ହତ୍ୟା କରିଥିଲେ ଦୁର୍ବୃତ୍ତ। ବାଇକରେ ୨ ଦୁର୍ବୃତ୍ତ ଆସି ଅତି ନିକଟରୁ ଫାୟାରିଂ କରିଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏମକେସିଜି ମେଡିକାଲରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login