The Ultimate Managed Hosting Platform
ADVERTISEMENT

ଆଉ ଖୋଲିବନି ନୂଆ ମଦ ଦୋକାନ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ବିଧାନସଭାରେ ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିଭିନ୍ନ କାରଣରୁ ରାଜ୍ୟର ଅନେକ ମଦ ଦୋକାନକୁ ବନ୍ଦ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login