The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଉ ଜଣେ ଯବାନ ସହିଦ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଉ ଜଣେ ଯବାନ ସହିଦ । ଜମ୍ମୁ କାଶ୍ମୀର ଅନନ୍ତନାଗରେ ହୋଇଥିବା ଗୁଳିବିନିମୟରେ ଆଉ ଜଣେ ଯବାନ ସହିଦ । ଗତକାଲି ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ବେଳେ ଆହତ ହୋଇଥିବା ଯବାନ ସହିଦ ହୋଇଛନ୍ତି । ଏବେବି ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ବୁଧବାର ଠାରୁ ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ବଡ଼ ଧରଣର ଏନକାଉଣ୍ଟରରେ ସହିଦଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ପୂର୍ବରୁ ଏହି ଗୁଳି ବିନିମୟରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁ-କଶ୍ମୀର ପୋଲିସ୍ର ଜଣେ ଡିଏସ୍ପି ସହିଦ ହୋଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login