The Ultimate Managed Hosting Platform
ADVERTISEMENT

ଆଉ ଲକ୍ଷେ ଘର ବାଣ୍ଟିବେ ସରକାର

Facebook
Twitter
LinkedIn

ଭୁବନେଶ୍ୱର :ଅନ୍ତ୍ୟୋଦୟ ଯୋଜନାରେ ଆଉ ଲକ୍ଷେ ହିତାଧିକାରୀ ସାମିଲ ହେବେ । ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର । ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦ୍ୱୟ ଗୃହ ଯୋଜନାରେ ଆଉ ଲକ୍ଷେ ହିତାଧିକାରୀଙ୍କୁ ସାମିଲ କରାଯିବ।.ଶାରୀରିକ ଅକ୍ଷମ, ପ୍ରାକୃତିକ ବିପର୍ୟ୍ୟୟରେ କ୍ଷତିଗ୍ରସ୍ତ, ପଦ୍ମଶ୍ରୀ ଭଳି ପୁରସ୍କାରପ୍ରାପ୍ତ ବ୍ୟକ୍ତିଙ୍କୁ ଏଥିରେ ସାମିଲ କରାଯାଉଛି। ପ୍ରଥମ ପର୍ୟ୍ୟାୟରେ ୬୦ ହଜାର ହିତାଧିକାରୀଙ୍କୁ ସାମିଲ କରାଯାଇଥିଲା। ମେ ମାସ ଶେଷ ଯାଏଁ ଚାଲିବ ଆବାସ ସର୍ଭେ ଚାଲିବ। ଏବେ ସୁଦ୍ଧା ୨୯ ଲକ୍ଷ ହିତାଧିକାରୀ ସର୍ଭେରେ ଯୋଡ଼ି ହେଲେଣି। ସର୍ଭେରେ ଯୋଡ଼ି ହେବାକୁ ବ୍ୟାପକ ସଚେତନତା କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login