ଭୁବନେଶ୍ୱର : ଆଉ ୨୨ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୩ ଜିଲ୍ଲାରେ ୨୨ଟି ନୂଆ ଏନଏସି ଘୋଷଣା । ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ହୋଇଛି। ଏହାସହ ଗଞ୍ଜାମର ଭଞ୍ଜନଗର ଏନଏସିରୁ ମ୍ୟୁନିସିପାଲିଟିକୁ ଉନ୍ନୀତ ହୋଇଛି।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା, ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି। ୫ଞ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।
ଆଉ ୨୨ଟି ନୂଆ ଏନଏସି
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







