The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଉ ୬ ସ୍କ୍ରବ ଟାଇଫସ ଚିହ୍ନଟ

Facebook
Twitter
LinkedIn

ସୁନ୍ଦରଗଡ : ସୁନ୍ଦରଗଡରେ ଆଉ ୬ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ । ଚିହ୍ନଟ ନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲାରେ ସ୍କ୍ରବ ଟାଇଫସ ପଜିଟିଭ ସଂଖ୍ୟା ୨୦୬ ଛୁଇଁଲା । ଏପର୍ୟ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଁଞ୍ଚିଛି। ଗତକାଲି ୩୭ଟି ନମୁନା ପରୀକ୍ଷା କରାଯାଇଥିବାବେଳେ ୭ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାର ପଜିଟିଭ ସଂଖ୍ୟା ଏବେ ସ୍ୱାସ୍ଥ୍ୟ ବିଭାଗ ଠାରୁ ଆରମ୍ଭ କରି ଲୋକମାନଙ୍କ ମଧ୍ୟରେ ଚିନ୍ତା ବଢାଇବାରେ ଲାଗିଛି । ତେବେ ସମଗ୍ର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ ଉପରେ ପହଁଞ୍ଚିଲାଣି । ରାଜ୍ୟର କେବଳ ସୁନ୍ଦରଗଡ଼ ଜିଲ୍ଲା ନୁହେଁ ବରଂ ବରଗଡ଼ ଜିଲ୍ଲାରେ ମଧ୍ୟ ଏହି ସଂକ୍ରମଣ ବଢୁଛି । ଏହି ରୋଗର ନିରାକରଣ ପାଇଁ ଏହି ଦୁଇଟି ଜିଲ୍ଲାକୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଟିମ ପଠାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login