The Ultimate Managed Hosting Platform
ADVERTISEMENT

ଆଜିଠୁ ଅସ୍ତବ୍ୟସ୍ତ କରିବ ତାତି

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ତାତି କରିବ ଅସ୍ତବ୍ୟସ୍ତ । ଦୁଇଦିନର ଲଗାଣ ବର୍ଷା ପରେ ଆଜିଠୁ ପାଗରେ ପରିବତ୍ତନ । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହିବ । ଅଧିକାଂଶ ସହରର ତାପମାତ୍ରା ୪୦ ଛୁଇଁବା ସମ୍ଭାବନା ରହିଛି । ସାରା ରାଜ୍ୟରେ ବଢିବ ତାପମାତ୍ରା । ଆସନ୍ତା କାଲି ସୁଦ୍ଧା ସ୍ବାଭାବିକଠାରୁ ୮ ରୁ ୧୦ ଡିଗ୍ରୀ ତାତି ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମେଘମୁକ୍ତ ଆକାଶ ସହ ଶୁଖିଲା ପାଗ ପାଇଁ ତାତି ବୃଦ୍ଧି ପାଇବ । ଉପକୂଳ ଓଡିଶାରେ ତାତି ସହ ଅସମ୍ଭାଳ ଗୁଳୁଗୁଳି ହେବ । ୨୫ ତାରିଖରୁ ପୁଣି ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login