May 13, 2024 12:02 pm

The Ultimate Managed Hosting Platform
ADVERTISEMENT

ଆଜିଠୁ ଆଇପିଏଲ ମହାସମର

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜିଠୁ ଇଣ୍ଡିଆନ ପ୍ରିମିୟର ଲିଗ୍ର ୧୭ତମ ସଂସ୍କରଣ। ଚେନ୍ନାଇ ସ୍ଥିତ ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ଉଦ୍ଘାଟନୀ ମୁକାବିଲାରେ ମୁହଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ । ଧୋନିଙ୍କ ବଦଳରେ ନୂଆ ଅଧିନାୟକ ଋତୁରାଜ ଗାଏକ୍ୱାଡ ଚେନ୍ନାଇ ଓ ଦକ୍ଷିଣ ଆଫ୍ରିକାର ଫାଫ୍ ଡୁପ୍ଲେସିସ୍ ବେଙ୍ଗାଲୁରୁ ଦଳରେ ନେତୃତ୍ୱ ନେବେ। ବିଶ୍ୱର ଶ୍ରେଷ୍ଠ ତଥା ତାରକା କ୍ରିକେଟରଙ୍କୁ ନେଇ ଦୁଇ ଦଳ ଗଠିତ ହୋଇଛି। ଗତ ସଂସ୍କରଣରରେ ଚେନ୍ନାଇ ଟାଇଟଲ ଜିତିଥିଲା। ଏପର୍ୟ୍ୟନ୍ତ ବେଙ୍ଗାଲୁରୁ ଟାଇଟଲ ହାସଲ କରିପାରିନାହିଁ। ତେଣୁ ଉଭୟ ଦଳ ବିଜୟରୁ ଅଭିଯାନ ଆରମ୍ଭ କରିବାକୁ ଚେଷ୍ଟା କରିବେ।

ADVERTISEMENT
Facebook
Twitter
LinkedIn
ADVERTISEMENT

Recent News

ଲକ୍ଷ୍ମଣାନନ୍ଦଙ୍କୁ ହତ୍ୟା ପାଇଁ କିଏ ଦାୟୀ : ବିଜେପି

ଲକ୍ଷ୍ମଣାନନ୍ଦଙ୍କୁ ହତ୍ୟା ପାଇଁ କିଏ ଦାୟୀ : ବିଜେପି

ଭୁବନେଶ୍ୱର : ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ପ୍ରେସମିଟ । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କୁ ହତ୍ୟା ପ୍ରସଙ୍ଗ ଉଠାଇଲା ବିଜେପି । ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ସାଂସଦ...

ମାସ ଶେଷରେ ଘୂର୍ଣ୍ଣିବଳୟ !

ମାସ ଶେଷରେ ଘୂର୍ଣ୍ଣିବଳୟ !

ଭୁବନେଶ୍ୱର : ମାସ ଶେଷରେ ଘୂର୍ଣ୍ଣିବଳୟ । ଆସନ୍ତା ୨୧ ତାରିଖ ବେଳକୁ ପୋର୍ଟବ୍ଲେୟାର ନିକଟ ଦକ୍ଷିଣ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି...

ADVERTISEMENT

Login