The Ultimate Managed Hosting Platform
ADVERTISEMENT

ଆଜିଠୁ ଆଦିବାସୀ ମେଳା

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ଆଦିବାସୀ ମେଳା । ୟୁନିଟ୍-୧ ଆଦିବାସୀ ପଡ଼ିଆରେ ଆଜିଠୁ ଆରମ୍ଭ ହୋଇଛି ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୪’। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଳାକୁ ଉଦ୍ଘାଟନ କରିବାର କାର୍ୟ୍ୟକ୍ରମ ରହିଛି। ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ପୃଷ୍ଠପୋଷକତାରେ ଆୟୋଜିତ ହେବାକୁ ଥିବା ଏହି ମେଳାର ଉଦ୍ଘାଟନୀ ଉତ୍ସବରେ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ। ଚଳିତବର୍ଷ ମେଳା ପରିସରରେ ୧୦୭ଟି ଷ୍ଟଲରେ ଜନଜାତିଙ୍କ ବିଭିନ୍ନ କାରିଗରୀ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶନୀ ଓ ବିକ୍ରିବଟା ପାଇଁ ବ୍ୟବସ୍ଥା ହୋଇଛି। ଏହାସହ ୧୦ଟି ଘର ବା ଆଦିବାସୀ ଗ୍ରାମରେ ଦେଖିବାକୁ ମିଳିବ ଜନଜାତିଙ୍କ ଜୀବନଶୈଳୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login