The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜିଠୁ ଆରମ୍ଭ ହେଉଛି ଚାରିଧାମ ଯାତ୍ରା ପାଇଁ ଅଫଲାଇନ ରେଜିଷ୍ଟ୍ରେସନ

Facebook
Twitter
LinkedIn

ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ଚାରଧାମ ଯାତ୍ରା ପାଇଁ ଆଜିଠାରୁ ଅଫଲାଇନ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି । ଚାରଧାମ ଯାତ୍ରା ୩୦ ଏପ୍ରିଲରୁ ଆରମ୍ଭ ହେଉଛି । ଏହି ଦିନ ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରୀ ଧାମର କପାଟ ଖୋଲିବ । କେଦାରନାଥ ଧାମ କପାଟ ୨ ମଇରେ ଖୋଲିବାକୁ ଥିବା ବେଳେ ବଦ୍ରିନାଥ ଧାମ କପାଟ ୪ ମଇରେ ଖୋଲିବ । ଚାରଧାମ ଯାତ୍ରା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି । ରେଜିଷ୍ଟ୍ରେସନ ପାଇଁ ସକାଳୁ ହରିଦ୍ବାରରେ ଶ୍ରଦ୍ଧାଳୁ ଲାଇନ ଲଗାଇଛନ୍ତି । ଏଥିପାଇଁ ୨୦ଟି ଫ୍ରି ରେଜିଷ୍ଟ୍ରେସନ କାଉଣ୍ଟର ଖୋଲାଯାଇଛି । ଚାରଧାମ ଯାତ୍ରା ପାଇଁ ରେଜିଷ୍ଟ୍ରେସନ କରିବା ବାଧ୍ୟତାମୂଳକ । ଏଥିପାଇଁ ସରକାର ହରିଦ୍ବାର, ଡେରାଡୁନ, ଋଷିକେଶ, ଚମୋଲି, ରୁଦ୍ରପ୍ରୟାଗ ଏବଂ ଉତ୍ତରକାଶୀ ଜିଲ୍ଲାର ୫୦ରୁ ଅଧିକ ରେଜିଷ୍ଟ୍ରେସନ ସେଣ୍ଟର କରିଛନ୍ତି । ଏହିସବୁ ସ୍ଥାନରେ ଶ୍ରଦ୍ଧାଳୁ ଯାତ୍ରା କରିବା ପୂର୍ବରୁ ରେଜିଷ୍ଟ୍ରେସନ କରିପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login