The Ultimate Managed Hosting Platform
ADVERTISEMENT

ଆଜିଠୁ କମିବ ବର୍ଷା, ବଢିବ ଶୀତ

Facebook
Twitter
LinkedIn

ଭୁବନେଶ୍ୱର : କମିବ ବର୍ଷା, ବଢିବ ଶୀତ । ଆଜି ଲଘୁଚାପରେ ପରିଣତ ହେବ ଅବପାତ । ଗୋପାଳପୁର ଠାରୁ ୫୯୦ କିଲୋମିଟର ଦୂର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ସ୍ଥିର ଅଛି । ଏହା କ୍ରମଶଃ ପୂର୍ବ-ଉତ୍ତର ପୂର୍ବ ଆଡକୁ ଗତି କରି ସମୁଦ୍ର ଭିତରେ ହିଁ ଦୁର୍ବଳ ହେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଫଳରେ ବର୍ଷା କମିବ । ଦୁଇଦିନ ନିର୍ଦ୍ଧୁମ ବର୍ଷିବା ପରେ ଆଜିଠୁ କମିବ ବର୍ଷାର ପରିମାଣ । ଗତ ୨୪ଘଣ୍ଟାରେ ୭ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ନୟାଗଡର ରଣପୁରରେ ସର୍ବାଧିକ ୧୦୮.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login