The Ultimate Managed Hosting Platform
ADVERTISEMENT

ଆଜିଠୁ ଖୋଲିବ ‘ରାସନ ପୋର୍ଟାଲ’ , ନୂଆ ହିତାଧିକାରୀ ଆବେଦନ କରିପାରିବେ

Facebook
Twitter
LinkedIn

ଭୁବନେଶ୍ୱର : ନୂଆ ରାସନକାର୍ଡ ପାଇଁ ଆଜିଠୁ ଖୋଲିବ ପୋର୍ଟାଲ, ବାଦ ପଡିଥିବା ହିତାଧିକାରୀ କରିପାରିବେ ଆବେଦନ । ଶୁକ୍ରବାର ଖାଦ୍ୟ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସମ୍ବଲପୁର ଗସ୍ତ ସମୟରେ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି । ମାର୍ଚ୍ଚ ୩୧ ତାରିଖ ରାସନ କାର୍ଡ ଇ–କେୱାଇସିର ଶେଷ ତାରିଖ ହୋଇଥିବା ବେଳେ ଧାର୍ୟ୍ୟ ତାରିଖ ସୁଦ୍ଧା ସମସ୍ତ କାର୍ୟ୍ୟ ଶେଷ ହୋଇଯିବ । ସେହିପରି ଏପର୍ୟ୍ୟନ୍ତ ତାଲିକାରୁ ମୋଟ୍ ୪ଲକ୍ଷ ମୃତ ବ୍ୟକ୍ତିଙ୍କ ନାଁରେ ଥିବା ରାସନ କାର୍ଡ କଟିଲାଣି । ମନ୍ତ୍ରୀ ଆହୁରି କହିଛନ୍ତି, ଅତୀତର ତ୍ରୁଟିକୁ ସଂଶୋଧନ କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login