The Ultimate Managed Hosting Platform
ADVERTISEMENT

ଆଜିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ସିଙ୍ଗାପୁର ରାଷ୍ଟ୍ରପତି, ପାଛୋଟି ନେଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭଉବନେଶ୍ୱର : ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଅପରାହ୍ନ ୪ଟାରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ବାକ୍ଷରିତ କରିବେ ଥର୍ମନ ଶନ୍ମୁଗରତ୍ନମ୍ । ଏହାସହିତ ୱାର୍ଲ୍ଡ ସ୍କିଲ ସେଣ୍ଟର ମଧ୍ୟ ବୁଲି ଦେଖିବେ ସିଙ୍ଗାପୁର ରାଷ୍ଟ୍ରପତି । ସେହିପରି ୧୮ ତାରିଖରେ ରଘୁରାଜପୁର ହେରିଟେଜ ଭିଲେଜ ବୁଲି ଦେଖିବା ତାହା ପରେ ଆଇଓସିଏଲ ଇଣ୍ଟରପେସନ ବୁଲି ଦେଖିବେ। ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିବେ। ଅପରାହ୍ନରେ ଅନ୍ଧାରୁଆରେ ଥିବା ଭାରତ ବାୟୋଟେକର ଟିକା ପ୍ରସ୍ତୁତ କେନ୍ଦ୍ର ପରିଦର୍ଶନ କରି ଅଧିକାରୀ ମାନଙ୍କ ସହ ଆଲୋଚନା କରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login