The Ultimate Managed Hosting Platform
ADVERTISEMENT

ଆଜିଠୁ ପିତୃପକ୍ଷ ଶ୍ରାଦ୍ଧ

Facebook
Twitter
LinkedIn

ପୁରୀ: ଆଜିଠୁ ଆରମ୍ଭ ହେଉଛି ପିତୃପକ୍ଷ ଶ୍ରାଦ୍ଧ । ଶନିବାର ଆଶ୍ବିନ କୃଷ୍ଣ ପ୍ରତିପଦା ଠାରୁ ଆସନ୍ତା ଅମାବାସ୍ୟା ପର୍ୟ୍ୟନ୍ତ ୧୫ଦିନ ବ୍ୟାପି ପିତୃପକ୍ଷ ଦିବସ । ଏହି ଅବସରରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ପୂଜାର୍ଚ୍ଚନା ଆରମ୍ଭ ହୋଇଛି । ନିଜର ପିତୃପୁରୁଷଙ୍କ ମୋକ୍ଷ ଓ ଶାନ୍ତି ପାଇବା ଉଦ୍ଦେଶ୍ୟରେ ଏହି ପୂଜା ବିଧି ବର୍ଷ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଥିବା ବେଳେ ପରିବାରର ସର୍ବ କଲ୍ୟାଣ ଉଦ୍ଦେଶ୍ୟରେ କରାଯାଇଥାଏ ବୋଲି ବିଶ୍ବସ ରହିଛି । ଫୁଲ, ରାଶି, ଚାଉଳ ଆଦି ବିଭିନ୍ନ ଦ୍ରବ୍ୟ ବ୍ୟବହାର କରାଯାଇ ଆଗାମୀ ୧୫ଦିନ ପର୍ୟ୍ୟନ୍ତ ଶ୍ରୋତ୍ରିୟ ବ୍ରାହ୍ମଣଙ୍କ ଦ୍ୱାରା ଏହି ପିତୃପକ୍ଷ ତର୍ପଣ ପୂଜା କରାଯିବାର ନଜିର ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login