ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ପ୍ରାୟ ୧୩ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଏହି ମୂଲ୍ୟାୟନ କାର୍ୟ୍ୟରେ ସାମିଲ ହେଉଛନ୍ତି । ଏଥିପାଇଁ ନିୟୋଜିତ ହୋଇଥିବା ଶିକ୍ଷକ ଶିକ୍ଷୟିତ୍ରୀମାନେ ମୂଲ୍ୟାୟନ କେନ୍ଦ୍ର ମାନଙ୍କରେ ଯୋଗ ଦେଇ ସାରିଛନ୍ତି। ୧୫ଦିନ ମଧ୍ୟରେ ଏହି ମୂଲ୍ୟାୟନ କାର୍ୟ୍ୟ ଶେଷ କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ଲକ୍ଷ୍ୟ ରଖିଛି ।ରାଜ୍ୟରେ ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ୟ୍ୟନ୍ତ ୩୦୨୯ଟି … Continue reading ଆଜିଠୁ ମାଟ୍ରିକ ଖାତା ଦେଖା ଆରମ୍ଭ
Copy and paste this URL into your WordPress site to embed
Copy and paste this code into your site to embed