The Ultimate Managed Hosting Platform
ADVERTISEMENT

ଆଜିଠୁ ଯୁକ୍ତ୨ ପରୀକ୍ଷା ଆରମ୍ଭ, ମାର୍ଚ୍ଚ ୨୭ ଯାଏଁ ଚାଲିବ

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା । ପରୀକ୍ଷା ଦିନ ୧୦ଟାରୁ ଆରମ୍ଭ ହୋଇ ଅପରାହଣ ଗୋଟାଏ ଯାଏ ଚାଲିବ । ପ୍ରଥମ ଦିନ ଯୁକ୍ତ ୨ ବିଜ୍ଞାନରେ ସାହିତ୍ୟ ପରୀକ୍ଷା ହେବ । ୧ ହଜାର ୨୬୭ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୨୭ ତାରିଖ ପର୍ୟ୍ୟନ୍ତ ପରୀକ୍ଷା ଚାଲିବ । ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କପି ରୋକିବା ପାଇଁ ପଞ୍ଚ ସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି । ପରୀକ୍ଷା ପରିଚାଳନା ସୁଚାରୁ ରୂପେ କରିବା ପାଇଁ ପ୍ରତି କେନ୍ଦ୍ରରେ ସିସିଟିଭି ଲଗାଯାଇଛି । ୫ ଶହ ସେଣ୍ଟରର ଲାଇଭ ଷ୍ଟ୍ରିମିଙ୍ଗ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login