The Ultimate Managed Hosting Platform
ADVERTISEMENT

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର : ‘ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଆବେଦନ ଆଜିଠୁ ଆରମ୍ଭ ହେବ । ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ମେ ୨୪ରୁ ଆରମ୍ଭ ହୋଇ ଜୁନ୍ ୩୦ ଯାଏଁ ଚାଲିବ । ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । www.samsodisha.gov.in ରେ କରିବେ ଆବେଦନ । ଜୁଲାଇ ୭ରେ ବାହାରିବ ପ୍ରଥମ ମେରିଟ୍ ଲିଷ୍ଟ । ଜୁଲାଇ ୮ରୁ ୧୪ ଯାଏଁ ହେବ ଆଡମିଶନ୍ । ଏହାପରେ ଜୁଲାଇ ୨୪ ତାରିଖରୁ ହେବ ପାଠପଢ଼ା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login