ଆଜିଠୁ ଯୁକ୍ତ ୩ ନାମଲେଖା ଆବେଦନ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ତିନିରେ ନାମଲେଖା ପାଇଁ ଆବେଦନ । ଜୁଲାଇ ୪ ତାରିଖ ଯାଏ ଚାଲିବ ଆବେଦନ ପ୍ରକ୍ରିୟା । ଜୁଲାଇ ୧୪ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଜୁଲାଇ ୨୭ରେ ଦ୍ବିତୀୟ ପର୍ୟ୍ୟାୟ ମେଧା ତାଲିକା ପ୍ରକାଶ ପାଇବାକୁ ଥିବାବେଲେ ଅଗଷ୍ଟ ୩ରେ ତୃତୀୟ ପର୍ୟ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ସେହିପରି ଅଗଷ୍ଟ ୨୧ରେ ଚତୁର୍ଥ ପର୍ୟ୍ୟାୟ, ସେପ୍ଟେମ୍ବର ୧ରେ ପଞ୍ଚମ ଓ ସେପ୍ଟେମ୍ବର ୧୩ରେ … Continue reading ଆଜିଠୁ ଯୁକ୍ତ ୩ ନାମଲେଖା ଆବେଦନ