The Ultimate Managed Hosting Platform
ADVERTISEMENT

ଆଜିଠୁ ରାଜ୍ୟରେ କମିବ ତାତି

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ଦିନ ତାପମାତ୍ରା କମିବା ନେଇ ପୂର୍ବାନୁମାନ । ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ୨୮ ତାରିଖ ଯାଏଁ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା । ଉପକୂଳ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା । ଆଜି କିଛି ସ୍ଥାନରେ ସ୍ୱାଭାବିକ ଠାରୁ ଅଧିକ ରହିବ ତାତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login