The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜିଠୁ “ଶୂନ୍ୟ ମୃତ୍ୟୁ ସପ୍ତାହ” ପାଳନ

Facebook
Twitter
LinkedIn

ଭୁବନେଶ୍ବର: ସଡକ ଦୁର୍ଘଟଣା କମାଇବାକୁ ଶୂନ୍ୟ ମୃତ୍ୟୁ ସପ୍ତାହ ପାଇଁଲ । ବଢ଼ି ଚାଲିଥିବା ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ କମାଇବାକୁ ରାଜ୍ୟ ସରକାର ଆଜିଠାରୁ ଠାରୁ ଅର୍ଥାତ ଡିସେମ୍ବର ୧ରୁ ୭ତାରିଖ ପର୍ୟ୍ୟନ୍ତ ଶୂନ ମୃତ୍ୟୁ ସପ୍ତାହ ପାଳିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଦୁର୍ଘଟଣା କମାଇବାକୁ ବ୍ୟାପକ ଚେକିଂ କରିବା ସହ ଆହତଙ୍କୁ ତୁରନ୍ତ ଟ୍ରମା କେୟାର ସେଣ୍ଟର କିମ୍ବା ହସ୍ପିଟାଲରେ ଭର୍ତ୍ତି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ବିଶେଷକରି ଡ୍ରଙ୍କ ଆଣ୍ଡ ଡ୍ରାଇଭ୍, ନାବାଳକ ଡ୍ରାଇଭିଂ, ବେଆଇନ ପାର୍କିଂ ଉପରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ନାବାଳକ ଗାଡ଼ିଚଳାକ ଧରାପଡିଲେ ଅଭିଭାବକଙ୍କ ନାଁରେ କଟିବ ଚାଲାଣ। ମଦ୍ୟପାନ, ରଙ୍ଗରୁଟ, ବିନା ହେଲମେଟ, ବିନା ସିଟବେଲ୍ଟରେ ଗାଡ଼ି ଚଳାଇଲେ ଜବତ ହୋଇପାରେ ଗାଡ଼ି । ଗଳିକନ୍ଦିରେ ଚେକିଂ କରି ଅମାନିଆକୁ ସାବାଡ଼ କରିବ ପୋଲିସ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login