The Ultimate Managed Hosting Platform
ADVERTISEMENT

ଆଜିଠୁ ସମସ୍ତ ସ୍କୁଲ, କଲେଜ ବନ୍ଦ

Facebook
Twitter
LinkedIn

ଭୁବନେଶ୍ୱର ; ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ପାଠପଢା ବନ୍ଦ । ଗ୍ରୀଷ୍ମ ପ୍ରବାହ ପାଇଁ ବନ୍ଦ ଘୋଷଣା କଲେ ସରକାର । ପରବର୍ତ୍ତୀ ନିଦେ୍ର୍ଦଶନାମା ପର୍ଯ୍ୟନ୍ତ ପାଠ ପଢା ବନ୍ଦ ରହିବ । ପରୀକ୍ଷା ପ୍ରଭାବିତ ହେବନି , ପୂର୍ବସୂଚୀରେ ପରୀକ୍ଷା ଚାଲିବ । ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ନିମନ୍ତେ ସମୀକ୍ଷା କରିବା ପରେ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସେହିପରି ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଏପ୍ରିଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡ଼ିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login