The Ultimate Managed Hosting Platform
ADVERTISEMENT

ଆଜିଠୁ ୩ ଦିନିଆ ଗସ୍ତରେ ବିହାର ଯିବେ ଅମିତ ଶାହା

Facebook
Twitter
LinkedIn

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନ ପାଇଁ ଏନଡିଏରେ ଆସନ ବଣ୍ଟନ ପରେ ବିଜେପି ଓ ଜେଡିୟୁ ଭାଗରେ ପଡ଼ିଥିବା ୧୦୧- ୧୦୧ ଆସନ ପାଇଁ ଦୁଇଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି । ଏକ୍ଷେତ୍ରରେ ମହାମେଣ୍ଟ ଅପେକ୍ଷା ଆଗୁଆ ରହିଛି ଏନଡିଏ । କିନ୍ତୁ ଏନଡିଏର କିଛି ଅଂଶୀଦାର ଦଳଙ୍କ ମଧ୍ୟରେ ଆସନ ବଣ୍ଟନ ନେଇ ଅସନ୍ତୋଷ ଦେଖାଦେଇଛି । ଏହାର ସହମତି ଭିତ୍ତିକ ସମାଧାନ ପାଇଁ ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ସଂଧ୍ୟାରେ ବିହାର ଯାଉଛନ୍ତି । ଆଜିଠାରୁ ତିନିଦିନିଆ ବିହାର ଗସ୍ତରେ ଯାଉଛନ୍ତି ଅମିତ ଶାହ । ସେ ଏନଡିଏ ଏବଂ ବିଜେପି ନେତାମାନଙ୍କ ବୈଠକରେ ଯୋଗଦେବା ସହ କିଛି ନିର୍ବାଚନୀ ସଭାରେ ମଧ୍ୟ ଯୋଗଦବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login