The Ultimate Managed Hosting Platform
ADVERTISEMENT

ଆଜି ଅବପାତ କାଲି ବାତ୍ୟାରେ ପରିଣତ ହେବ , ରବିବାର ଠାରୁ ରାଜ୍ୟରେ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ବଳ ଗୋଟାଉଛି ଲଘୁଚାପ । ଆଜି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ପରେ ଉତ୍ତର ପୂର୍ବ ଦିଗକୁ ଗତି କରିବା ସହ ତୀବ୍ରତା ବଢିବା ସହ ଆସନ୍ତାକାଲି ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଉତ୍ତର ଦିଗକୁ ଗତି କରିବା ସହ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ନିକଟରେ ସମୁଦ୍ର ମଧ୍ୟରେ ପହଞ୍ଚିବା ସମ୍ଭାବନା ରହିଛି । ରାଜ୍ୟରେ ଏହାର ବିଶେଷ ପ୍ରଭାବ ନଥିଲେ ସୁଦ୍ଧା ରବିବାର ଠାରୁ ଆରମ୍ଭ ହେବ ବର୍ଷା । ସାମୁଦ୍ରିକ ଝଡ଼ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ବିଶେଷକରି ବାଲେଶ୍ୱର ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

ପାକିସ୍ତାନରେ ଭୀଷଣ ଅଗ୍ନିକାଣ୍ଡ, ୫ ଜଣଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଭୀଷଣ ଅଗ୍ନିକାଣ୍ଡ, ୫ ଜଣଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନର ପେଶାୱାର ସହରରେ ଭୀଷଣ ଅଗ୍ନିକାଣ୍ଡ ଘିଟିଛି । ଏହି ଅଗ୍ନିକାଣ୍ଡରେ ୫ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ଏହା ସମେତ ଅନେକ ଲୋକ...

ADVERTISEMENT
ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

Login