ମେଷ: ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ଦେହର ଯôତ ନିଅନ୍ତୁ ।
ବୃଷ: ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ । ଜୀବନସାଥୀଙ୍କ ବିଚାରଧାରା ବୁଝିବାକୁ ଚେଷ୍ଟା କରିବେ । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ଆଜି ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ ।
ମିଥୁନ: ଆପଣଙ୍କର ଆର୍ôଥକ ସ୍ଥିତି ସୁଦୃଢ଼ ରହିବ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂତନ କାର୍ଯ୍ୟରେ ସାହାଯ୍ୟ କରିବେ । ଦେହ ସହିତ ମନ ଭଲ ରହିବ ।
କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । କଳା ଓ ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଶୁଭଫଳ ପାଇବେ ।
ସିଂହ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଚିନ୍ତା କରିବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ ।
କନ୍ୟା: ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ମିଳିବ । ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ଆର୍ଥୀକ ସ୍ଥିତି ଭଲ ରହିବ ।
ତୁଳା: ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ ।
ବିଛା: ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଅଚାନକ ଧନଲାଭ ଯୋଗ ରହିଛି ।
ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନସମ୍ମାନ ପାଇବେ । କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି ।
ମକର: ଆପଣଙ୍କ ବ୍ୟବହାର ଦ୍ୱାରା ଲୋକମାନେ ପ୍ରଭାବିତ ହେବେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ରହିବ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ ।
କୁମ୍ଭ: ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।ଦେହ ସହିତ ମନ ମଧ୍ୟ ସୁସ୍ଥ ରହିବ ।
ମୀନ: ବନ୍ଧୁଙ୍କ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ । ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ମିଳିପାରେ । ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ବୁଝି ବିଚାରି କାର୍ଯ୍ୟ କଲେ ଦିନଟି ଭଲରେ କଟିବ ।
ଆଜି ଆପଣଙ୍କ ରାଶିରେ (ତା.୦୧-୦୪-୨୦୨୩ ରିଖ ଶନିବାର)

Facebook
Twitter
LinkedIn
Facebook
Twitter
LinkedIn
Recent News
ପ୍ରଜଲ ରେଭନାଙ୍କୁ ଆଜୀବନ
ବେଙ୍ଗାଲୁର : ଜେଡି(ଏସ) ନେତା ପୂର୍ବତନ ସାଂସଦ ପ୍ରଜଲ ରେଭନାଙ୍କୁ ଆଜୀବନ । ବେଙ୍ଗାଲୁରୁ ସ୍ପେଶାଲ କୋର୍ଟ ଆଜୀବନ କାରାଦଣ୍ଡା ଦେଶ ଦେଲେ । କୋର୍ଟ ଅଗଷ୍ଟ...
ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ
ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ...
ମଧୁମେହ ରୋଗୀଙ୍କ ପାଇଁ ଲାଭଦାୟକ ଏହି ଡାଲି
ବ୍ୟୁରୋ : ମୁଗ ଡ଼ାଲି ପ୍ରତ୍ୟେକଙ୍କ ରୋଷେଇ ଘରେ ମିଳିଥାଏ । ଏହା କେବଳ ଖାଇବା ପାଇଁ ସ୍ୱାଦିଷ୍ଟ ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ...
ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା
ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି...