The Ultimate Managed Hosting Platform
ADVERTISEMENT

ଆଜି ଆପଣଙ୍କ ରାଶିରେ (ତା.୨୮-୦୩-୨୦୨୩ ରିଖ ମଙ୍ଗଳବାର)

Facebook
Twitter
LinkedIn

ମେଷ: ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ‌
ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ ।

ବୃଷ: ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ ।
ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ ।‌

ମିଥୁନ: ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ ।
ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ ।

କର୍କଟ: ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ ।

ସିଂହ: ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ ।
ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ ।

କନ୍ୟା: ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।
ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ |

ତୁଳା: ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ ।
ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ବିଛା: ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।
ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ ।

ଧନୁ: ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି ।
ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ।

ମକର: ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ ।
ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ।

କୁମ୍ଭ: ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ପୂର୍ବରୁ ଆଶା କରୁଥିବା ସମସ୍ତ କାର୍ଯ୍ୟ ପାଇଁ ସଫଳତା ପାଇବେ |
ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ ।

ମୀନ: ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ । ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ଫେରି ପାଇବେ ।
ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login