The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ଆପଣଙ୍କ ରାଶିରେ (ତା.୨୯-୦୩-୨୦୨୩ ରିଖ ବୁଧବାର)

Facebook
Twitter
LinkedIn

ମେଷ: ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।
ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ ।

ବୃଷ:ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ ।‌ ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ |
ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ଆଶା କରିଥିବା କାର୍ଯ୍ୟ ସଫଳ ହେବ |

ମିଥୁନ: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ ।
ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖା ଯାଇ ପାରେ |

କର୍କଟ: କାର୍ଯ୍ୟକ୍ଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ ।
ମନ ସାମାନ୍ୟ ବିଚଳିତ ହେଇ ପାରେ |

ସିଂହ:ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ। ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ । ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ ।
ପାରିବାରିକ ମଧ୍ୟରେ ଧାର୍ମିକ କାର୍ଯ୍ୟର ଆୟୋଜନ କରିପାରନ୍ତି |

କନ୍ୟା:ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ । ମନଭିତରେ ଆଶା ଏବଂ ନିରାଶାର ଭାବନା ରହିପାରେ |
ଘରୋଇ ଦାୟିତ୍ବ ନେଇ ପରିବାର ଲୋକଙ୍କ ସହ କଥା ହେବେ ।

ତୁଳା:ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ ।
ସେବା ପୂଜା ରେ ମନ ନିବେଶ କରିବେ |

ବିଛା:ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ।
ଆଜି ଅପଣଙ୍କ ପୁରୁଣା ବନ୍ଧୁକୁ ଭେଟି ପାରନ୍ତି |

ଧନୁ: କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ।
ସାଙ୍ଗ ମାନଙ୍କ ମଧ୍ୟରେ ଆଜିର ଦିନଟି ଅତିବାହିତ କରି ପାରନ୍ତି |

ମକର:ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ । ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ ହେବେ ।
ବାହ୍ୟ ଶକ୍ତି ଯୋଗୁ ବିଚଳିତ ହୋଇ ପାରନ୍ତି |

କୁମ୍ଭ:ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ |
ପରିବାରେ ଧାର୍ମିକ କାର୍ଯ୍ୟର ଆୟୋଜନ କରିବାର ଯୋଗ ରହିଛି |

ମୀନ:ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ। ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ବନ୍ଧୁ ସହ କଥାବାର୍ତ୍ତା କଲେ ଭଲ ପରାମର୍ଶ ପାଇବେ ।
ବେବସାୟରେ ବୃଦ୍ଧି ଘଟିବ ହେଲେ କଠିନ ପରିଶ୍ରମ କରିବାକୁ ପଡ଼ିବ |

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login