The Ultimate Managed Hosting Platform
ADVERTISEMENT

ଆଜି ଆସିବ ପିଏମ କିଷାନ ଟଙ୍କା

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା । ବିହାର ଭାଗଲପୁରରେ ୧୯ ତମ କିସ୍ତି ପ୍ରଦାନ କରିବେ ମୋଦି । ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ଆସିବ ୨ ହଜାର ଲେଖାଏଁ ଟଙ୍କା । ପିଏମ ମୋଦି ଡିବିଟି ଜରିଆରେ ୯.୫ କୋଟି ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପଠାଇବେ । ୨୦୨୪ ଅକ୍ଟୋବର ୫ ତାରିଖରେ ମହାରାଷ୍ଟ୍ରରୁ ୧୮ତମ କିସ୍ତି ପ୍ରଦାନ କରାଯାଇଥିବାବେଳେ ଆଜି ବିହାରରୁ ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦୀ । ଏହି ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login