The Ultimate Managed Hosting Platform
ADVERTISEMENT

ଆଜି ଓଡିଶା ଆସୁଛନ୍ତି ମୋଦି

Facebook
Twitter
LinkedIn

ଭୁବନେଶ୍ୱର : ଆଜି ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ୩ଟା ୪୦ରେ ଭୁବନେଶ୍ୱର ଏୟାରପୋର୍ଟରେ ପହଁଚିବେ । ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ ଶୋ କରିବେ । ୪ଟା ୧୫ରୁ ୫ଟା ୩୫ ଯାଏଁ ଜନତା ମଇଦାନରେ ରହିବେ । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ଉତ୍ସବରେ ହେବେ ସାମିଲ । ପ୍ରାୟ ୩ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ମୋଦିଙ୍କର ଏହା ଷଷ୍ଠ ଓଡ଼ିଶା ଗସ୍ତ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ସଜେଇ ହୋଇଛି ଭୁବନେଶ୍ବର । ମୋଦିଙ୍କୁ ସ୍ବାଗତ ପାଇଁ ବିମାନବନ୍ଦରରୁ ଜନତା ମଇଦାନ ପର୍ୟ୍ୟନ୍ତ ପୋଷ୍ଟର, ବ୍ୟାନର ଛାଇ ହୋଇଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login