The Ultimate Managed Hosting Platform
ADVERTISEMENT

ଆଜି ଓଡିଶା ଆସୁଛି ଡବଲ ଡେକର ବସ୍, ଭୁବନେଶ୍ୱରରୁ ପୁରୀକୁ ଗଡିବ ବସ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ଓଡିଶା ଆସିବ ଇଲେକ୍ଟ୍ରିକ ଡବଲ ଡେକର ବସ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର । ଆଜି ଦୁଇଟି ଗାଡ଼ି ପହଞ୍ଚିବ । ପରେ ଆଉ ୩ଟି ବସ୍ ମୁମ୍ବାଇରୁ ଆସିବ। ପ୍ରଥମେ ପ୍ରବାସୀ ଭାରତୀୟଙ୍କ ବ୍ୟବହାର ନିମନ୍ତେ ଏହାର ଉପଯୋଗ କରାଯିବ । ପରେ ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଲାଗି ଏହା ଚାଲିବ । ଆସନ୍ତା ୮ରୁ ୧୦ତାରିଖ ପର୍ୟ୍ୟନ୍ତ ୩ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ । ଏହି ସମୟରେ ପ୍ରବାସୀ ଭାରତୀୟଙ୍କ ଉଦ୍ଦେଶ୍ୟରେ ଏହାକୁ ପ୍ରଥମେ ବ୍ୟବହାର କରାଯିବ । ତାହା ପୂର୍ବରୁ ରାଜଧାନୀର ରାଜରାସ୍ତାରେ ଟ୍ରାଏଲ ରନ୍ କରିବ ଡବଲ ଡେକର୍ ବସ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login