The Ultimate Managed Hosting Platform
ADVERTISEMENT

ଆଜି କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ବସିବ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଜି ବସିବ କଂଗ୍ରେସର କାର୍ୟ୍ୟକାରିଣୀ ବୈଠକ। ଏହି ବୈଠକରେ ହରିୟାଣା, ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପ୍ରସଙ୍ଗରେ ହେବ ଆଲୋଚନା । ତିନି ରାଜ୍ୟରେ ଦଳର ପ୍ରଦର୍ଶନ ନେଇ କରାଯିବ ସମୀକ୍ଷା। ଏହା ସହ ଶୀତକାଳୀନ ଅଧିବେଶନରେ କେନ୍ଦ୍ର ସରକାରଙ୍କୁ ଆଦାନୀ ପ୍ରସଙ୍ଗ ନେଇ ଟାର୍ଗେଟ କରିବା ରଣନୀତି ନେଇ ବି ଆଲୋଚନା ହେବ। ବୈଠକରେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧି, ସାଂସଦ ପ୍ରିୟଙ୍କା ଗାନ୍ଧି ପ୍ରମୁଖ ସାମିଲ ହେବେ । ଆସନ୍ତା ବର୍ଷ ହେବାକୁ ଥିବା ବିହାର ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ରଣନୀତି ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହେବ ବୋଲି ସୂଚନା ମିଳିଛି

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login