The Ultimate Managed Hosting Platform
ADVERTISEMENT

ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

କଟକ : ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମହାନବମୀରେ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲି ଦୁର୍ଗାପୂଜାର ମଜା ନେବେ ମୋହନ । ମଣ୍ଡପରେ ମା’ ଦୁର୍ଗା ଓ ହରପାର୍ବତୀଙ୍କ ଦର୍ଶନ କରିବେ ମୋହନ । ଏ ନେଇ ପୂଜା କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି । ମୋହନଙ୍କ କଟକ ବୁଲା ନେଇ ସରକାରୀ ସ୍ତରରେ କାର୍ୟ୍ୟ ସୂଚୀ ସାଙ୍ଗକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ସୂଚନା । ସେହିପରି ଆଜି ପୂଜା ମଣ୍ଡପ ବୁଲିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀର ବିଭିନ୍ନ ଶକ୍ତିପୀଠ ସହ ପୂଜା ମଣ୍ଡପ ବୁଲିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login