The Ultimate Managed Hosting Platform
ADVERTISEMENT

ଆଜି କେତେ ରହିଛି ସୁନା ଦର ଜାଣନ୍ତୁ …

Facebook
Twitter
LinkedIn

ବ୍ୟୁରୋ : ଆଜି ସ୍ଥିର ରହିଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୩,୦୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୨,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୩,୦୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୨,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୩,୦୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୨,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୩,୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୯୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୩,୩୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୩,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୩,୦୦୦ ଓ ୧,୧୨,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୨,୦୦୦ ଟଙ୍କା ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login