The Ultimate Managed Hosting Platform
ADVERTISEMENT

ଆଜି ଠାରୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Facebook
Twitter
LinkedIn

ପୁରୀ : ଆଜିଠାରୁ ପୁନର୍ବାର ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ୟ୍ୟ । ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାର୍ୟ୍ୟ ଶେଷ ହୋଇଛି । ଏବେ କାନ୍ଥର ମରାମତି ଓ ଯେଉଁ ପଥରରେ ଅଧିକ ଫାଟ ରହିଥିବ, ତାକୁ ପରିବର୍ତ୍ତନ କରାଯିବ । ଚଟାଣ ନୂତନ ଭାବେ କରାଯିବ । ଯେଉଁ ଦିନଠାରୁ କାମ ଆରମ୍ଭ ହେଲାଣି ସଠିକ ସମୟ ଦିଆଯାଇପାରିନି । ମକର ସଂକ୍ରାନ୍ତି ପାଇଁ ୧୨ ତାରିଖରୁ ୧୫ ତାରିଖ ମଧ୍ୟରେ କାମ ବନ୍ଦ ରହିଥିଲା ବୋଲି ପୁରୀ ଜିଲ୍ଲାପାଳ କହିଛନ୍ତି ।ଅନ୍ୟପଟେ ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login