The Ultimate Managed Hosting Platform
ADVERTISEMENT

ଆଜି ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚରେ ମୁହାଁମୁହିଁ ହେବେ ଗୁଜରାଟ ଓ ମୁମ୍ବାଇ

Facebook
Twitter
LinkedIn

ଅହମଦାବାଦ: ଆଜି ଆଇପିଏଲ ସିଜିନ-୧୬ର ଦ୍ୱିତୀୟ କ୍ବାଲିଫାୟର ମ୍ୟାଚ୍ । ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ । ଆଜି ମ୍ୟାଚରେ ବିଜୟଲାଭ କରି ଫାଇନାଲରେ ପହଞ୍ଚିବାକୁ ଚେଷ୍ଟା କରିବେ ଦୁଇ ଦଳ । ଆଜି ସନ୍ଧ୍ୟା ସାଢ଼େ ୭ଟା ବେଳେ ଖେଳାଯିବ ଏହି ବ୍ଲକବଷ୍ଟର ମ୍ୟାଚ୍ । ଏହି ହାଇଭୋଲଟେଜ୍ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ । ଚଳିତବର୍ଷ ପ୍ରିମିୟର ଲିଗ୍ ସିଜିନ ଆରମ୍ଭରୁ ମୁମ୍ବାଇର ପ୍ରଦର୍ଶନ ଭଲ ନଥିବା ବେଳେ ଏବେ ପୂରା ଟିମ୍ ଫର୍ମରେ ରହିଥିବା ଦେଖାଯାଉଛି । ସେପଟେ ଲଗାତାର ଦ୍ବିତୀୟ ଥର ଲାଗି ଫାଇନାଲରେ ପହଞ୍ଚିବାକୁ ସବୁପ୍ରକାର ଚେଷ୍ଟା କରିବ ଗୁଜରାଟ ଟାଇଟନ୍ସ । ଶୁଭମନ ଗିଲ ଓ ବିଜୟ ଶଙ୍କର ପ୍ରଦର୍ଶନ ଗୁଜରାଟର ବ୍ୟାଟିଂ ଲାଇନ ଅଫକୁ ସୁଦୃଢ଼ କରିଛି । ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ଉପରେ ଆଜି ସମସ୍ତଙ୍କ ନଜର ରହିବ । ସେହିପରି ମହମ୍ମଦ ସାମି, ମୋହିତ ଶର୍ମା ଓ ରସିଦ ଖାନଙ୍କ ବୋଲିଂ ଉପରେ ମଧ୍ୟ ଗୁଜରାଟ ଟାଇଟନ୍ସର ପ୍ରଦର୍ଶନ ନିର୍ଭର କରିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login