ଭୁବନେଶ୍ୱର : ୨୦୨୫-୨୦୨୬ ବର୍ଷ ପାଇଁ ଘୋଷଣା ହେବ ନୂଆ ବିଦ୍ୟୁତ ଟାରିଫ । ଆଜି ନୂଆ ବିଦ୍ୟୁତ ଟାରିଫ ଘୋଷଣା କରିବ ଓଇଆରସି । ବିଭିନ୍ନ ପକ୍ଷର ଶୁଣାଣି ପରେ ଆଜି ଘୋଷଣା କରିବ ଓଇଆରସି । ଏ ନେଇ ଓଇଆରସି ଉପ ନିଦେ୍ର୍ଦଶକ ସଞ୍ଜୟ ରାଉତ ସୂଚନା ଦେଇଛନ୍ତି ।
Views: 62

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...