The Ultimate Managed Hosting Platform
ADVERTISEMENT

ଆଜି ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

Facebook
Twitter
LinkedIn

କଟକ : ଆଜି ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ । ବୀର ନେତାଙ୍କୁ ମନେ ପକାଉଛି ଓଡିଶା । ସୁଭାଷ ଚନ୍ଦ୍ର ବୋଷ ଭାରତୀୟ ସ୍ବତନ୍ତ୍ରତା ସଂଗ୍ରାମର ମହାନ ନେତା । ନିଜର ସାହାସ ଦୃଢ ସଂକଳ୍ପ ଏବଂ ରଣନୀତୀ ପାଇଁ ସେ ବେଶ୍ ଜଣାଶୁଣା । ଭାରତର ସ୍ବତନ୍ତ୍ରତାକୁ ନୂଆ ଦିଗ ଦେଖାଇଥିବା ଏହି ପରାକ୍ରମୀ ନେତାଙ୍କର ଆଜି ୧୨୮ତମ ଜୟନ୍ତୀ । ନେତାଜୀଙ୍କ ଜନ୍ଦିନକୁ ପରାକ୍ରମ ଦିବସ ଭାବେ ମଧ୍ୟ ପାଳନ କରାଯାଏ । ନେତାଜୀ ଜୟନ୍ତୀ ପାଇଁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଜୋରଦାର। ତାଙ୍କ ଜନ୍ମସ୍ଥାନ କଟକ ଓଡିଆ ବଜାର ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପ୍ରସ୍ତୁତ ହୋଇରହିଛି ।ସେହିପରି ଆଜି ବୀର ସୁରେନ୍ଦ୍ର ସାଏଙ୍କ ୨୧୬ ତମ ଜୟନ୍ତୀ । ସମ୍ବଲପୁରର ଜେଲଖାନା ଛକ ସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ଅଧିକାରୀ, ରାଜନେତା, ସାଧାରଣ ଜନତାଙ୍କ ସହ ଛାତ୍ରଛାତ୍ରୀମାନେ ମାଲ୍ୟାର୍ପଣ କରିବା ସହ ସ୍ମୃତି ଚାରଣ କରିଛନ୍ତି । ସୁରେନ୍ଦ୍ର ସାଏ ହେଉଛନ୍ତି ପ୍ରଥମ ମୁକ୍ତି ସଂଗ୍ରାମର ଶେଷ ସଂଗ୍ରାମୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login