The Ultimate Managed Hosting Platform
ADVERTISEMENT

ଆଜି ପବିତ୍ର ମାଘ ପୂର୍ଣ୍ଣିମାରେ ଗଜୋଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜୀଉ

Facebook
Twitter
LinkedIn

ପୁରୀ : ଆଜି ହେଉଛି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶୀବଳବଦ୍ର ଚଚ୍ଛୁଃହସ୍ତରେ ଶଙ୍ଖ, ଚକ୍ର, ହଳ ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login