The Ultimate Managed Hosting Platform
ADVERTISEMENT

ଆଜି ପବିତ୍ର ସ୍ନାନ ପୁର୍ଣ୍ଣିମା

Facebook
Twitter
LinkedIn

ପୁରୀ : ଆଜି ପବିତ୍ର ସ୍ନାନ ପୁର୍ଣ୍ଣିମା। ଭୋରୁ ଶ୍ରୀଜିଉମାନଙ୍କ ପହଣ୍ଡି ଆରମ୍ଭ ହୋଇଯାଇଛି। ସକାଳ ୭ଟା ସୁଦ୍ଧା ମହାପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ସରିଯାଇଛି। ଶ୍ରୀଜିଉମାନେ ସ୍ନାନ ବେଦୀରେ ଉପବିଷ୍ଟ ହୋଇ ସାରିଲେଣି। ଶ୍ରୀଜିଉମାଙ୍କୁ ଧାଡି ପହଣ୍ଡିରେ ଅଣାଯାଇଛି। ନୀତିକାନ୍ତି ଅନୁସାରେ ମହାପ୍ରଭୁଙ୍କୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରାଯିବ। ପୂର୍ବରୁ ସୁନାକୁଅ ବି ଶୋଧ ହୋଇ ସାରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login