The Ultimate Managed Hosting Platform
ADVERTISEMENT

ଆଜି ପୁରୀରେ ବସିବ ପଞ୍ଜିକା ସମୀକରଣ ବୈଠକ

Facebook
Twitter
LinkedIn

ପୁରୀ : ଆଜି ପୁରୀରେ ବସିବ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟରେ ଏହି ବୈଠକ ବସିବ । ବିଭିନ୍ନ ପଞ୍ଜିକାରେ ତ୍ରୁଟି ନେଇ ପୂର୍ବରୁ ବିବାଦ ଦେଖାଦେଇଛି । ତେବେ ଏହି ବୈଠକରେ ନୀତି ପ୍ରଶାସକଙ୍କ ସହ ପଞ୍ଜିକାର, ପୂଜାପଣ୍ଡା ଓ ମୁକ୍ତିମଣ୍ଡପ ସଦସ୍ୟ ଏହି ବୈଠକରେ ଉପସ୍ଥିତ ରହିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login