The Ultimate Managed Hosting Platform
ADVERTISEMENT

ଆଜି ବସିବ କ୍ୟାବିନେଟ ବୈଠକ

Facebook
Twitter
LinkedIn

ଭୁବନେଶ୍ବର : ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟାରେ ବସିବ ବୈଠକ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ। ଖାଦ୍ୟ ଯୋଗାଣ, ଉଚ୍ଚଶିକ୍ଷା ଆଦି ବିଭାଗ ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି । ସେହିପରି ଶିଳ୍ପ, ମିଶନ ଶକ୍ତି ବିଭାଗର ପ୍ରସ୍ତାବ ଉପରେ ବି ଲାଗିପାରେ ମୋହର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login