The Ultimate Managed Hosting Platform
ADVERTISEMENT

ଆଜି ବସିବ ଛତିଶା ନିଯୋଗ ବୈଠକ

Facebook
Twitter
LinkedIn

ପୁରୀ : ଚନ୍ଦନ ଯାତ୍ରା ନୀତି ନିର୍ଘଣ୍ଟ ହେବା ନେଇ ଆଜି ବସିବ ଛତିଶା ନିଯୋଗ ବୈଠକ। ଆଜି ଅପରାହ୍ଣ ୫ଟାରେ ପୁରୀ ନୀଳାଦ୍ରି ଭକ୍ତ ନିବାସରେ ଅନୁଷ୍ଠିତ ହେବ ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ବୈଠକରେ ମୁଖ୍ୟତଃ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ନେଇ ନୀତି ର୍ନିଘଣ୍ଟ କରାଯିବ । ଆସନ୍ତା ୨୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହିଦିନଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା । ଯାତ୍ରା ନୀତି କିପରି ଶୃଙ୍ଖଳିତ ଭାବେ ଶେଷ ହେବ ତାହା ଉପରେ ଆଲୋଚନା କରାଯିବ। ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ବୈଠକରେ ହେବ ଆଲୋଚନା ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login