ପୁରୀ : ଶ୍ରୀମନ୍ଦିର ନୀତି ପ୍ରସଙ୍ଗରେ ଛତିଶା ନିଯୋଗ ବୈଠକ । ଆଜି ବି ବସିବ ନୀତି ସବକମିଟି ବୈଠକ । ସ୍ନାନଯାତ୍ରା , ରଥଯାତ୍ରା , ବାହୁଡା ନୀତିକାନ୍ତିର ହେବ ସମୟ ନିର୍ଘଣ୍ଟ । ନୀତି ବିଳମ୍ବ ୋଯଗୁଁ ବଡଦାଣ୍ଡରେ ଛଟପଟ ଭକ୍ତ । ଦ୍ୱାରଫିଟା ନୀତି ବିଳମ୍ବ ପରେ ଦର୍ଶନ ପାଇଁ ପ୍ରବଳ ଭିଡ । ଭିଡ ନିୟନ୍ତ୍ରଣ ପାଇଁ ଅତିରିକ୍ତ ୪ ପ୍ଲାଟୁନ ଫୋର୍ସ ମୁତୟନ । ଶ୍ରୀମନ୍ଦିର ନୀତତି ପ୍ରସଙ୍ଗରେ ଛତିଶା ନିଯୋଗ ବୈଠକ । ଅପରାହ୍ନ ୫ଟାରେ ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ବସିବ ବୈଠକ । ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଅଧ୍ୟକ୍ଷତା କରିବେ। ଏଥିରେ ରୁକ୍କୁଣୀ ହରଣ ଏକାଦଶୀଠାରୁ ନୀଳାଦ୍ରିବିଜେ ପର୍ୟ୍ୟନ୍ତ ଶୃଙ୍ଖଳିତ ନୀତିକାନ୍ତି ନେଇ ନୀତି ନିର୍ଘଣ୍ଟ ସମ୍ପର୍କରେ ଆଲୋଚନା କରାଯିବ । କୌଣସି ନୀତିରେ ଯେପରି ବିଳମ୍ବ ନହେବ ସେଥିପ୍ରତି ଗୁରୁତ୍ବ ଦିଆଯିବ । ସେହିପରି ଆସନ୍ତା ଶୀତଳଷଷ୍ଠୀ, ଦେବସ୍ନାନ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଚୁଡାନ୍ତ ଓ ଶୃଙ୍ଖଳିତ ନୀତିକାନ୍ତି କରିବା ନେଇ ହେବ ଆଲୋଚନା । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ନେଇ ମଧ୍ୟ ବୈଠକରେ ହୋଇପାରେ ଆଲୋଚନା।
ଆଜି ବସିବ ଛତିଶା ନିଯୋଗ ବୈଠକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











