ଭୁବନେଶ୍ୱର : ଆଜିଠୁ ବିଜେପିର ଦୁଇ ଦିନିଆ ରାଜା କାର୍ଯ୍ୟକାରିଣୀ ବୈଠକ । ପୁରୀ ବଳିଆପଣ୍ଡା ସ୍ଥିତ ଏକ ହୋଟେଲରେ ବସିବ ବୈଠକ । ପ୍ରତିଶ୍ରୁତି ପୂରଣ ପାଇଁ ପ୍ରସ୍ତୁତ ହେବ ସରକାରଙ୍କ ରୋଡ ମ୍ୟାପ । ବୈଠକରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସହ ରହିବେ କେନ୍ଦ୍ରମନ୍ତ୍ରୀ ଓ ସାଂସଦ । ବୈଠକରେ ରାଜନୈତିକ ପରିସ୍ଥିତି, ସାମ୍ପ୍ରତିକ ସରକାରର ଜନ କଲ୍ୟାଣ କାର୍ୟ୍ୟକ୍ରମ ବିଷୟରେ ଚର୍ଚ୍ଚା ହେବା ସହ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।
Views: 56