April 28, 2024 4:32 am

The Ultimate Managed Hosting Platform
ADVERTISEMENT

ଆଜି ବିନା ଟିକେଟରେ ବୁଲିପାରିବେ ପର୍ଯ୍ୟଟକ

Facebook
Twitter
LinkedIn

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆଜି ମାଗଣାରେ ବୁଲିପାରିବେ ବିଭିନ୍ନ ଐତିହ୍ୟ ସ୍ଥଳ। ଆର୍କୋଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି। ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଏଏସ୍ଆଇ ପକ୍ଷରୁ ଏହି ଘୋଷଣା କରାଯାଇଛି।

ଓଡ଼ିଶାରେ ମଧ୍ୟ ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳରେ ଆଜି ଟିକେଟ୍ ଫ୍ରି କରାଯାଇଛି। କୋଣାର୍କ ମନ୍ଦିର ସହ ରାଜାରାଣୀ ପରିଦର୍ଶନ ପାଇଁ ଆଜି ପର୍ଯ୍ୟଟକଙ୍କୁ  ଟିକେଟ୍ କରିବାକୁ ପଡ଼ିବନାହିଁ। ଏ ନେଇ ଏଏସ୍ଆଇ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

ସେହିପରି ତାଜମହଲ ସମେତ ଦେଶରେ ଏଏସ୍ଆଇ ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ପର୍ଯ୍ୟଟକମାନେ ବିନା ଟିକେଟରେ ଯାଇପାରିବେ। ତେବେ ତାଜମହଲରେ ଥିବା ମୁଖ୍ୟ କବର ପାଇଁ ପର୍ଯ୍ୟଟକଙ୍କୁ ଟିକେଟ୍ ଲାଗିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଜେପିରେ ସାମିଲ ହେଲେ ଦେବଗଡ଼ ରାଜ ପରିବାର ସଦସ୍ୟ

ବାକି ପ୍ରାର୍ଥୀ ଘୋଷଣା କଲା ବିଜେପି , ସାଲେପୁରରୁ ଅରିନ୍ଦମ ଓ ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦେ୍ଦବ

ଭୁବନେଶ୍ୱର : ଆଉ ୮ ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ତେଲକୋଇ ସହିତ କେନ୍ଦ୍ରାପଡା, ଖୋର୍ଦ୍ଦା, ସାଲେପୁର ଆଦି ଆସନ ପାଇଁ...

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ସାପ କାମୁଡାରେ ଆଖି ବୁଜିଥିଲା ପୁଅ, ପୁଅର ମୃତଦେହ ଦେଖି ହୃଦଘାତରେ ମା’ର ଚାଲିଗଲା ଜୀବନ

ରାଜଗାଙ୍ଗପୁର: ସାପ କାମୁଡ଼ାରେ ନାବାଳକ ଆଖି ବୁଜିଲା। ପୁଅର ମୃତଦେହ ଦେଖି ହୃଦଘାତରେ ମା’ଙ୍କର ମୃତ୍ୟୁ ହେଲା। ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ବ୍ଲକ ଢେଙ୍ଗୁରପାଣି ଗ୍ରାମରେ ଏଭଳି...

ADVERTISEMENT

Login