The Ultimate Managed Hosting Platform
ADVERTISEMENT

ଆଜି ବିଶ୍ୱ ତମାଖୁ ବର୍ଜନ ଦିବସ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ହେଉଛି ବିଶ୍ଵ ତମାଖୁ ବର୍ଜନ ଦିବସ। ଚଳିତ ବର୍ଷର ଥିମ୍ ରହିଛି ‘ ତମାଖୁ ମୁକ୍ତ ଶୈଶବ’ । ଏହାର ଅର୍ଥ, ଶିଶୁଙ୍କୁ ତମାଖୁଠାରୁ ଦୂରେଇ ରଖିବା। ତମାଖୁ ସେବନ ତଥା ଏହାର କାରବାରକୁ କମାଇବା ଏହାର ଲକ୍ଷ୍ୟ। ତମାଖୁ ସେବନର କୁପ୍ରଭାବରେ କେବଳ କର୍କଟ ହେଉଛି ତାହା ନୁହଁ। ହୃଦ୍ରୋଗ, ଶ୍ୱାସଜନିତ ରୋଗ, ମଧୁମେହ, ମସ୍ତିଷ୍କାଘାତ ଭଳି ବିଭିନ୍ନ ରୋଗ ପଛରେ ଏହା ମୁଖ୍ୟ କାରଣ।ଗ୍ଲୋବାଲ ଆଡଲ୍ଟ ତମାଖୁ ସର୍ଭେ-୨ ଅନୁଯାୟୀ ଓଡ଼ିଶାରେ ୫୫.୯ ପ୍ରତିଶତ ପୁରୁଷ ଓ ୨୨.୪ ପ୍ରତିଶତ ମହିଳା ତମାଖୁ ସେବନ କରୁଛନ୍ତି। ୯.୭ ପ୍ରତିଶତ ଲୋକ ଧୂମଯୁକ୍ତ ତମାଖୁ ସେବନ କରୁଥିବାବେଳେ ୩୪.୬ ଲୋକ ଧୂମହୀନ ତମାଖୁ ସେବନ କରୁଛନ୍ତି। ସର୍ଭେ ଅନୁଯାୟୀ, ସହରାଞ୍ଚଳଠାରୁ ଗ୍ରାମାଞ୍ଚଳରେ ତମାଖୁ ସେବନକାରୀଙ୍କ ସଂଖ୍ୟା ବଢିଚାଲିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login