The Ultimate Managed Hosting Platform
ADVERTISEMENT

ଆଜି ବିଶ୍ୱ ମଧୁମେହ ଦିବସ

Facebook
Twitter
LinkedIn

ଭୁବନେଶ୍ବର: ଆଜି ବିଶ୍ବ ମଧୁମେହ ଦିବସ । ବିଶ୍ବବ୍ୟାପୀ ପାଳିତ ହେଉଛି ଦିବସ । ବିଶ୍ବର ପ୍ରାୟ ୪୦ କୋଟି ଲୋକ ମଧୁମେହରେ ପୀଡିତ ଥିବାବେଳେ ଏହି ଦିବସ ସଚେତନତା ଲାଗି ବାର୍ତ୍ତା ଦେଇଛି । ଉଚ୍ଚ ରକ୍ତ ଶର୍କରା କାରଣରୁ ଏହାର ପ୍ରଭାବ ଶରୀର ଉପରେ ପଡିଥାଏ । ସଚେତନ ନହେଲେ ଦୃଷ୍ଟିହୀନତା, ଅଙ୍ଗଛେଦନ, ହୃଦଘାତ, କିଡନୀ ରୋଗ ଆଦିର ଶିକାର ହେବାକୁ ପଡିଥାଏ ।
ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଅନୁସାରେ କେବଳ ମଧୁମେହରେ ୨୦୧୬ ରେ ପ୍ରାଣ ହରାଇଥିଲେ ୧୬ ଲକ୍ଷ ଲୋକ । ଏହାର ପ୍ରଭାବ ଏପରି ଯେ ଆସନ୍ତା ୨୦୨୪ ବେଳକୁ ବିଶ୍ବର ପ୍ରାୟ ୬୩ କୋଟି ଲୋକ ମଧୁମେହରେ ପୀଡିତ ହେବେ । ୧୯୫୦ରେ ଆମଷ୍ଟରଡ୍ୟାମରେ ଆନ୍ତର୍ଜାତିକ ମଧୁମେହ ମହାସଙ୍ଘ ବା ଆଇଡିଏଫ ପ୍ରତିଷ୍ଠା ହୋଇଥିଲା । ପରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସହଭାଗିତାରେ ୧୯୯୧ରେ ବିଶ୍ବ ମଧୁମେହ ଦିବସ ପ୍ରତିଷ୍ଠା ହୋଇଥିଲା । ୨୦୦୬ରେ ଜାତିସଂଘ ଏହାକୁ ମାନ୍ୟତା ଦେବା ପରେ ପ୍ରତିବର୍ଷ ୧୪ ନଭେମ୍ବରକୁ ବିଶ୍ବ ମଧୁମେହ ଦିବସ ଭାବେ ପାଳନ କରାଯାଇଆସୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login